Jeremiah 35:2 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭେ ରେଖବୀଯ ବଂଶ ନିକଟକୁ ୟାଇ ସମାନଙ୍କେୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସମାନଙ୍କେୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।