Jeremiah 35:3 — Compare Translations

5 translations compared side by side

Odia - 1840
"ତହୁଁ ମୁଁ ହବତସିନିଯର ପୌତ୍ର, ଯିରିମିୟର ପୁତ୍ର ୟାଶନିଯକୁ, ତାହାର ଭ୍ରାତୃଗଣଙ୍କୁ ଓ ତାହାର ସମସ୍ତ ପୁତ୍ରଙ୍କୁ ଆଉ ସମସ୍ତ ରେଖବୀଯ ବଂଶକୁ ଏକତ୍ରୀତ କରି ସଙ୍ଗ ରେ ନଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାଶନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୁଁ ହବ‌‌‌ତ୍‌‌‌ସିନିୟର ପୌତ୍ର, ଯିରିମିୟର ପୁତ୍ର ଯାଶନିୟକୁ, ତାହାର ଭ୍ରାତୃଗଣଙ୍କୁ ଓ ତାହାର ସମସ୍ତ ପୁତ୍ରଙ୍କୁ ଆଉ ସମସ୍ତ ରେଖବୀୟ ବଂଶକୁ ଏକତ୍ରିତ କରି ସଙ୍ଗରେ ନେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ହବତ୍‍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,