Jeremiah 35:4 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହକୁ ନେଇଗଲି। ମୁଁ ପରମେଶ୍ୱରଙ୍କ ଲୋକ ଯିଗ୍ଦଲିୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;