Jeremiah 35:5 — Compare Translations
5 translations compared side by side
Odia - 1840
"ପୁଣି ମୁଁ ରେଖକ ବଂଶୀଯ ଲୋକମାନଙ୍କ ସମ୍ମୁଖ ରେ ଦ୍ରାକ୍ଷାରସ ପୂର୍ଣ୍ଣ କେତକେ ଭାଣ୍ଡ ଓ ପାନପାତ୍ର ରଖି ସମାନଙ୍କେୁ କହିଲି, ତୁମ୍ଭମାନେେ ଦ୍ରାକ୍ଷାରସ ପାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସ ପୂର୍ଣ୍ଣ କେତେକ ଭାଣ୍ଡ ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’