Jeremiah 35:6 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ ଉତ୍ତର ଦେଲେ, ଆମ୍ଭମାନେେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହାନୋଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦଇେଅଛନ୍ତି, 'ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନଗଣ କହେି କବେେ ଦ୍ରାକ୍ଷାରସ ପାନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;