Jeremiah 35:9 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭମାନେେ ବାସ କରିବା ନିମନ୍ତେ ଗୃହ ନିର୍ମାଣ କରୁ ନାହୁଁ। ଦ୍ରାକ୍ଷାକ୍ଷେତ୍ର କରୁ ନାହୁଁ କି ଶସ୍ଯ ରୋପଣ କରୁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେମାନେ ବାସ କରିବା ନିମନ୍ତେ ଗୃହ ନିର୍ମାଣ କରୁ ନାହୁଁ। ଦ୍ରାକ୍ଷାକ୍ଷେତ୍ର କରୁ ନାହୁଁ କି ଶସ୍ୟ ରୋପଣ କରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;