Jeremiah 36:11 — Compare Translations
5 translations compared side by side
Odia - 1840
"ବାରୂକ ତାହା ପାଠ କଲା ବେଳେ ଶାଫନର ପୌତ୍ର ଶମରିଯର ପୁତ୍ର ମୀଖାଯ ସଦାପ୍ରଭୁଙ୍କର ବାକ୍ଯ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାଫନର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ବାରୂକ ତାହା ପାଠ କଲାବେଳେ ଶାଫନର ପୌତ୍ର ଗମରିୟର ପୁତ୍ର ମୀଖାୟ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଫନ୍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଫନ୍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,