Jeremiah 36:12 — Compare Translations
5 translations compared side by side
Odia - 1840
"ସେତବେେଳେ ସେ ସଦାପ୍ରଭୁଙ୍କ ବାକ୍ଯ ଶୁଣି ରାଜଗୃହକୁ ଓହ୍ଲାଇ ଲେଖକର କଠାେରୀକୁ ଗଲା, ସେତବେେଳେ ସେ ସ୍ଥାନ ରେ ସମସ୍ତ ଅଧିପତି, ଯଥା: ଇଲୀଶାମା ଲେଖକ, ଶମଯିଯର ପୁତ୍ର ଦଲଯିଯ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରିଯ ଓ ହନାନିଯର ପୁତ୍ର ସିଦିକିଯ ଉପବିଷ୍ଟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକି ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟୀୟ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରୀୟ,ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେ ସଦାପ୍ରଭୁଙ୍କ ବାକ୍ୟ ଶୁଣି ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକୁ ଗଲା, ସେତେବେଳେ ସେ ସ୍ଥାନରେ ସମସ୍ତ ଅଧିପତି, ଯଥା: ଇଲୀଶାମା ଲେଖକ, ଶମୟିୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇଲ୍ନାଥନ୍, ଶାଫନର ପୁତ୍ର ଗମରିୟ ଓ ହନାନିୟର ପୁତ୍ର ସିଦିକିୟ ଉପବିଷ୍ଟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକ୍ବୋରର ପୁତ୍ର ଇଲ୍ନାଥନ୍, ଶାଫନ୍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇଲ୍ନାଥନ୍, ଶାଫନ୍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।