Jeremiah 36:13 — Compare Translations

5 translations compared side by side

Odia - 1840
"ମୀଖାଯ ଲୋକମାନଙ୍କର କର୍ଣ୍ଣଗୋଚର ରେ ବାରୂକ ପାଠ କରିଥିବା ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ସମାନଙ୍କେୁ ଜଣାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାୟ ଲୋକମାନଙ୍କର କର୍ଣ୍ଣଗୋଚରରେ ବାରୂକ ପାଠ କରିଥିବା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ସେମାନଙ୍କୁ ଜଣାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।