Jeremiah 36:16 — Compare Translations

5 translations compared side by side

Odia - 1840
"ସେତବେେଳେ ସହେି ଅଧିପତିଗଣ ସବୁକଥା ଶୁଣି ଭୟଭୀତ ହେଲେ ଓ ପରସ୍ପର ମୁହଁକୁ ଅନାଇଲେ। ସମାନେେ ବାରୂକକୁ କହିଲେ, ଆମ୍ଭମାନେେ ନିଶ୍ଚିତଭାବରେ ନଳାକାର ପୁସ୍ତକ ଲିଖିତ ଏହିସବୁ ବାକ୍ଯ ରାଜା ଯିହାୟୋଦାରକୀମ୍ଙ୍କୁ ଜଣାଇବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେହି ଅଧିପତିଗଣ ସବୁକଥା ଶୁଣି ଭୟଭୀତ ହେଲେ ଓ ପରସ୍ପର ମୁହଁକୁ ଅନାଇଲେ। ସେମାନେ ବାରୂକକୁ କହିଲେ, “ଆମ୍ଭେମାନେ ନିଶ୍ଚିତଭାବରେ ନଳାକାର ପୁସ୍ତକ ଲିଖିତ ଏହିସବୁ ବାକ୍ୟ ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କୁ ଜଣାଇବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”