Jeremiah 36:17 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ବାରୂକକୁ ପଚାରିଲେ, ତୁମ୍ଭେ ଏହି ପୁସ୍ତକରେ ଯାହା ଲେଖିଛ କେଉଁଠାରୁ ତାହା ଶୁଣିଲ? ତୁମ୍ଭେ କ'ଣ ଯିରିମିୟଙ୍କଠାରୁ ଏହା ଶୁଣି ଲେଖିଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବାରୂକକୁ ପଚାରିଲେ, କହିଲ, ତୁମ୍ଭେ କିପରି କରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ବାରୂକକୁ ପଗ୍ଭରିଲେ, “ତୁମ୍ଭେ ଏହି ପୁସ୍ତକରେ ଯାହା ଲେଖିଛ କେଉଁଠାରୁ ତାହା ଶୁଣିଲ? ତୁମ୍ଭେ କ’ଣ ଯିରିମିୟଙ୍କଠାରୁ ଏହା ଶୁଣି ଲେଖିଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”