Jeremiah 36:18 — Compare Translations
5 translations compared side by side
Odia - 1840
"ବାରୂକ ଉତ୍ତର କଲେ, ହଁ, ଯିରିମିୟ ଯାହାସବୁ ମାେତେ କହିଲେ, ମୁଁ କାଳି ନଇେ ଏହି ପୁସ୍ତକରେ ସେସବୁ ଲେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ପୁସ୍ତକରେ ଲେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ବାରୂକ ଉତ୍ତର କଲେ, “ହଁ,” “ଯିରିମିୟ ଯାହାସବୁ ମୋତେ କହିଲେ, ମୁଁ କାଳି ନେଇ ଏହି ପୁସ୍ତକରେ ସେସବୁ ଲେଖିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋ’ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”