Jeremiah 36:19 — Compare Translations

5 translations compared side by side

Odia - 1840
"ତାହାପ ରେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମିୟ ୟାଇ କୁହ। ଆଉ କେଉଁଠା ରେ ଅଛ ତାହା ଅନ୍ୟକୁ ଜଣାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମିୟ ଯାଇ କୁହ। ଆଉ କେଉଁଠାରେ ଅଛ ତାହା ଅନ୍ୟକୁ ଜଣାଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”