Jeremiah 36:2 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।