Jeremiah 36:20 — Compare Translations
5 translations compared side by side
Odia - 1840
"ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଗଲୀଶାମା ଲେଖକର କଠାେରୀ ରେ ଛାଡ଼ିଗଲେ। ସମାନେେ ରାଜା ଯିହାୟୋଦାରକୀମ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତାଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ପୁସ୍ତକଟି ଇଲୀଶାମା ଲେଖକର କୋଠରୀରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଇଲୀଶାମା ଲେଖକର କୋଠରୀରେ ଛାଡ଼ିଗଲେ। ସେମାନେ ରାଜା ଯିହୋୟାକୀମ୍ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତାଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।