Jeremiah 36:21 — Compare Translations
5 translations compared side by side
Odia - 1840
"ଏଣୁ ରାଜା ଯିହାୟୋଦାରକୀମ୍ ପୁସ୍ତକ ଆଣିବା ପାଇଁ ୟିହୁଦିକୁ ପଠାଇଲେ ଓ ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲେ। ତା'ପ ରେ ୟିହୁଦି ରାଜା ଓ ରାଜାଙ୍କ ଚାରି ପାଖ ରେ ଛିଡ଼ା ହାଇେଥିବା ବ୍ଯକ୍ତି ସମସ୍ତ ଅଧିପତିମାନଙ୍କ କର୍ଣ୍ଣଗୋଚର ରେ ତାହା ପାଠ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ପୁସ୍ତକ ଆଣିବା ପାଇଁ ଯିହୁଦିକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲା । ପୁଣି, ଯିହୁଦି ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ରାଜା ଯିହୋୟାକୀମ୍ ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାଇଲେ ଓ ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲେ। ତା’ପରେ ଯିହୁଦୀ ରାଜା ଓ ରାଜାଙ୍କ ଗ୍ଭରି ପାଖରେ ଛିଡ଼ା ହୋଇଥିବା ବ୍ୟକ୍ତି ସମସ୍ତ ଅଧିପତିମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ନଳାକାର ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରିରୁ ତାହା ଆଣିଲା। ପୁଣି, ଯିହୁଦୀ ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ନଳାକାର ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରିରୁ ତାହା ଆଣିଲା। ପୁଣି, ଯିହୁଦୀ ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।