Jeremiah 36:22 — Compare Translations
5 translations compared side by side
Odia - 1840
"ଯେଉଁ ସମୟରେ ଏହା ଘଟିଲା ତାହା ଥିଲା ନବମ ମାସ ଓ ସେ ସମୟରେ ରାଜା ଶୀତକାଳ କ୍ଷପେଣର ଗୃହ ରେ ବସିଥିଲେ। ଆଉ ତାହାଙ୍କ ସମ୍ମୁଖ ରେ ଅଗ୍ନିପାତ୍ର ରେ ଅଗ୍ନି ଜଳୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ଵଳୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସମୟରେ ଏହା ଘଟିଲା ତାହା ଥିଲା ନବମ ମାସ ଓ ସେ ସମୟରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ। ଆଉ ତାହାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜଳୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।