Jeremiah 36:23 — Compare Translations

5 translations compared side by side

Odia - 1840
"ଅନନ୍ତର ୟିହୁଦି ପୁସ୍ତକରୁ ତନିଚାରି ପତ୍ର ପାଠ କଲାପ ରେ ରାଜା ଏକ କ୍ଷୁଦ୍ର ଛୁରୀ ରେ ତାହାକୁ କାଟି ଅଗ୍ନିପାତ୍ର ରେ ଥିବା ଅଗ୍ନି ରେ ତାହା ପକାଇ ଦେଲେ। ଶଷେ ରେ ସହେି ପାତ୍ର ଅଗ୍ନି ରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।