Jeremiah 36:24 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ରାଜା ଓ ତାଙ୍କର ଦାସଗଣ ଯେତବେେଳେ ସହେି ପୁସ୍ତକର ବାକ୍ଯ ଶୁଣିଲେ, ସମାନେେ କହେି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ରାଜା ଓ ତାଙ୍କର ଦାସଗଣ ଯେତେବେଳେ ସେହି ପୁସ୍ତକର ବାକ୍ୟ ଶୁଣିଲେ, ସେମାନେ କେହି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।