Jeremiah 36:25 — Compare Translations
5 translations compared side by side
Odia - 1840
"ଆୁ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲନାଥନ, ଦଲାଯ ଓ ଶମରିଯ ତାହାଙ୍କୁ ନିବଦନେ କରିଥିଲେ, ମାତ୍ର ସେ ସମାନଙ୍କେ କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲାୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲାୟ ଓ ଗମରିୟ ତାହାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।