Jeremiah 36:26 — Compare Translations
5 translations compared side by side
Odia - 1840
"ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ୟଦ୍ବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ଯିରହମେଲ୍କୁ, ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦିୟେଲର ପୁତ୍ର ଶେଲିମିୟକୁ ଆଜ୍ଞା କଲେ। ମାତ୍ର ସେମାନେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ଲୁଗ୍ଭଇ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲ୍ର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।