Jeremiah 36:27 — Compare Translations

5 translations compared side by side

Odia - 1840
"ଯିରିମିୟଙ୍କ ମୁଖନିଃସୃତ ବାକ୍ଯ ରୂପକ ଯେଉଁ ପୁସ୍ତକରେ ଲେଖିଥିଲେ, ରାଜା ତାକୁ ଦଗ୍ଧ କଲାପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହିସମସ୍ତ ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ମୁଖନିଃସୃତ ବାକ୍ୟ ରୂପକ ଯେଉଁ ପୁସ୍ତକରେ ଲେଖିଥିଲେ, ରାଜା ତାକୁ ଦ‌ଗ୍‌ଧ କଲାପରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,