Jeremiah 36:28 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ଯିହୁଦାର ରାଜା ଯିହାୟୋଦାରକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସହେି ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନଇେ ପୁନର୍ବାର ଲେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ତେ ପୁସ୍ତକ ନେଇ ପୁନର୍ବାର ଲେଖ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।
Odia IRV 2017 (ଓଡିଆ ବାଇବେଲ)
“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।