Jeremiah 36:29 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦାର ରାଜା ୟିହୋଯାମୀମଙ୍କୁ ତୁମ୍ଭେ ଏହା କହିବ, 'ସଦାପ୍ରଭୁ ଏହା କହନ୍ତି, ବାବିଲର ରାଜା ନିଶ୍ଚଯ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ଯ ଓ ପଶୁଶୂନ୍ଯ କରିବ। ଏପରି କଥା ସେଥି ରେ ଅଛି? ଏଥି ସକାେଶ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୁଦାର ରାଜା ଯିହୋୟାକୀମ୍ଙ୍କୁ ତୁମ୍ଭେ ଏହା କହିବ, ‘ସଦାପ୍ରଭୁ ଏହା କହନ୍ତି, “ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ। ଏପରି କଥା ସେଥିରେ ଅଛି? ଏଥି ସକାଶେ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’