Jeremiah 36:3 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କ ଉପରକୁ ବିପର୍ୟ୍ଯଯ ଆଣିବାର ଯୋଜନା ଶୁଣିଲା ପ ରେ ଏହା ଏପରି ହାଇପୋ ରେ, ସମାନେେ ଭୁଲ ରାସ୍ତାରୁ ଫରେି ପାରନ୍ତି ଏବଂ ତା'ପ ରେ ମୁଁ ସମାନଙ୍କେୁ କ୍ଷମା କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା’ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”