Jeremiah 36:30 — Compare Translations
5 translations compared side by side
Odia - 1840
"ଏଣୁ ଯିହୁଦାର ରାଜା ଯିହାୟୋଦାରକୀମ୍ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନ ରେ ବସିବା ପାଇଁ ତାହାର କହେି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରା ରେ ଓ ରାତ୍ରି ବଳୋ କାକର ରେ ପକାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’