Jeremiah 36:31 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ରାଜା ଯିହାୟୋଦାରକୀମକୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସମାନଙ୍କେ ଅଧର୍ମ ସକାେଶ ଶାସ୍ତି ଦବୋ। ଆଉ ଆମ୍ଭେ ସମାନଙ୍କେ ପ୍ରତିକୂଳ ରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସମାନଙ୍କେ ଉପ ରେ, ୟିରୁଶାଲମ ନିବାସୀମାନଙ୍କ ଉପ ରେ ଓ ଯିହୁଦାର ଲୋକମାନଙ୍କ ଉପ ରେ ଘଟାଇବା। କାରଣ ସମାନେେ ଆମ୍ଭ କଥା ଶୁଣିଲେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ରାଜା ଯିହୋୟାକୀମ୍କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା;” ମାତ୍ର ସେମାନେ ଶୁଣିଲେ ନାହିଁ।