Jeremiah 36:4 — Compare Translations

5 translations compared side by side

Odia - 1840
"ତେଣୁ ଯିରିମିୟ ନରେିଯର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ଯ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।