Jeremiah 36:5 — Compare Translations
5 translations compared side by side
Odia - 1840
"ତା'ପ ରେ ଯିରିମିୟ ବାରୂକକୁ କହିଲେ, ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟାଇପାରିବି ନାହିଁ, କାରଣ ମାେତେ ମନ୍ଦିର ରେ ପ୍ରବେଶ କରିବାକୁ ମନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ବାରୂକକୁ କହିଲେ, “ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇପାରିବି ନାହିଁ, କାରଣ ମୋତେ ମନ୍ଦିରରେ ପ୍ରବେଶ କରିବାକୁ ମନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;