Jeremiah 36:7 — Compare Translations

5 translations compared side by side

Odia - 1840
"ସମାନେେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତ ରେ ନିଜ ନିଜର ବୀନତି ଜଣାଇବେ ଓ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧ ରେ ଭୟଙ୍କର କୋରଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ତ କୋପର କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତରେ ନିଜ ନିଜର ବିନତି ଜଣାଇବେ ଓ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ଭୟଙ୍କର କ୍ରୋଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”