Jeremiah 36:8 — Compare Translations

5 translations compared side by side

Odia - 1840
"ତେଣୁ ନରେିଯର ପୁତ୍ର ବାରୂକ ଯିରିମିୟ ଭବିଷ୍ଯଦବକ୍ତାଙ୍କର କହିବାନୁସା ରେ ସମସ୍ତ କାର୍ୟ୍ଯ କରି ସହେି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ପାଠ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନେରିୟର ପୁତ୍ର ବାରୂକ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କର କହିବାନୁସାରେ ସମସ୍ତ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ପାଠ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।