Jeremiah 36:9 — Compare Translations
5 translations compared side by side
Odia - 1840
"ଏହାପ ରେ ଯୋଶିୟଯର ପୁତ୍ର ଯିହୁଦାର ରାଜା ୟିହୋଯାମୀମର ରାଜତ୍ବର ପଞ୍ଚମ ବର୍ଷର ନବମ ମାସ ରେ ୟିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ୟିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତ ରେ ଉପବାସ ଘାଷେଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ପଞ୍ଚମ ବର୍ଷର ନବମ ମାସରେ ଯିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।