Jeremiah 37:1 — Compare Translations

5 translations compared side by side

Odia - 1840
"ଅନନ୍ତର ଯିହାୟୋଦାରକୀମର ପୁତ୍ର କୀଯର ପଦ ରେ ଯୋଶିୟଯର ପୁତ୍ର ସିଦିକିଯ ରାଜା ହାଇେ ରାଜତ୍ବ କଲା। ବାବିଲର ରାଜା ନବୂଖଦନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କୁ ବନ୍ଦୀଶାଳାରେ ରଖାଗଲା ଅନନ୍ତର ଯିହୋୟାକୀ‌‌‌ମ୍‌‌‌ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।