Jeremiah 37:12 — Compare Translations

5 translations compared side by side

Odia - 1840
"ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ଯ ଅଂଶ ପାଇବା ପାଇଁ ବିନ୍ଯାମୀନ ପ୍ରଦେଶକୁ ୟିବା ନିମନ୍ତେ ୟିରୁଶାଲମରୁ ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ୟ ଅଂଶ ପାଇବା ପାଇଁ ବିନ୍ୟାମୀନ ପ୍ରଦେଶକୁ ଯିବା ନିମନ୍ତେ ଯିରୁଶାଲମରୁ ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।