Jeremiah 37:14 — Compare Translations
5 translations compared side by side
Odia - 1840
"ସେତବେେଳେ ଯିରିମିୟ କହିଲେ, ଏହା ମିଥ୍ଯା କଥା, ମୁଁ କଲଦୀଯମାନଙ୍କ ପକ୍ଷକୁ ଯାଉ ନାହିଁ। ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିରିମୀୟ କହିଲେ, ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ; ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯିରିମିୟ କହିଲେ, “ଏହା ମିଥ୍ୟା କଥା, ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ।” ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।