Jeremiah 37:15 — Compare Translations
5 translations compared side by side
Odia - 1840
"ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।