Jeremiah 37:16 — Compare Translations

5 translations compared side by side

Odia - 1840
"ସହେି ଲୋକମାନଙ୍କ ଦ୍ବାରା ଯିରିମିୟ ଗଣାକାର କଠାେରୀ ରେ ବନ୍ଦୀ ହେଲେ ଓ କ୍ଷୁଦ୍ର କଠାେରୀ ରେ ଅନକେ ଦିନ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରୀରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କ ଦ୍ୱାରା ଯିରିମିୟ ଖଣାକାର କୋଠରୀରେ ବନ୍ଦୀ ହେଲେ ଓ କ୍ଷୁଦ୍ର କୋଠରୀରେ ଅନେକ ଦିନ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।