Jeremiah 37:18 — Compare Translations

5 translations compared side by side

Odia - 1840
"ଆଉ ଯିରିମିୟ ସିଦିକିଯ ରାଜାଙ୍କୁ କହିଲେ, ଆପଣଙ୍କ ବିରୁଦ୍ଧ ରେ, ଆପଣଙ୍କ ଦାସଗଣ ବିରୁଦ୍ଧ ରେ ଅବା ଏହି ଲୋକମାନଙ୍କ ବିରୁଦ୍ଧ ରେ ମୁଁ କି ପାପ କରିଅଛି ଯେ ଆପଣମାନେ ମାେତେ କାରାଗାର ରେ ରଖିଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?