Jeremiah 37:19 — Compare Translations

5 translations compared side by side

Odia - 1840
"ଆପଣମାନେ ଯେଉଁ ଭବିଷ୍ଯଦବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି କହିଲେ, 'ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧ ରେ ଓ ଏହି ଦେଶ ବିରୁଦ୍ଧ ରେ ଆସିବେ ନାହିଁ, ସମାନେେ ଏବେ କାହାଁନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଆପଣମାନେ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବେ ନାହିଁ, ସେମାନେ ଏବେ କାହାନ୍ତି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ,’ ସେମାନେ ଏବେ କାହାନ୍ତି?