Jeremiah 37:20 — Compare Translations

5 translations compared side by side

Odia - 1840
"କିନ୍ତୁ ବର୍ତ୍ତମାନ ହେ ମାରେ ପ୍ରଭୁ, ମହାରାଜ, ମାରେ ଅନୁ ରୋଧ ରକ୍ଷାକରି ମାରେ କଥା ଶ୍ରବଣ କରନ୍ତୁ, ଆପଣ ୟୋନାଥନ୍ ଲେଖକର ଗୃହକୁ ମାେତେ ପୁନର୍ବାର ପଠାନ୍ତୁ ନାହିଁ। ତାହା ହେଲେ ସଠାେ ରେ ମୁଁ ମରିୟିବି। ମୁଁ ନିବଦନେ କରୁଛି, ମାରେ ଏହି ଅନୁରୋଧ ଆପଣଙ୍କ ଛାମୁ ରେ ଗ୍ରାହ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ହେ ମୋର ପ୍ରଭୁ, ମହାରାଜ, ମୋର ଅନୁରୋଧ ରକ୍ଷାକରି ମୋର କଥା ଶ୍ରବଣ କରନ୍ତୁ, ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ପୁନର୍ବାର ପଠାନ୍ତୁ ନାହିଁ। ତାହାହେଲେ ସେଠାରେ ମୁଁ ମରିଯିବି। ମୁଁ ନିବେଦନ କରୁଛି, ମୋର ଏହି ଅନୁରୋଧ ଆପଣଙ୍କ ଛାମୁରେ ଗ୍ରାହ୍ୟ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”