Jeremiah 37:21 — Compare Translations
5 translations compared side by side
Odia - 1840
"ତେଣୁ ସିଦିକିଯ ରାଜାଙ୍କ ଆଜ୍ଞାନୁସା ରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣ ରେ ରଖିଲେ। ପୁଣି ନଗର ରେ ସବୁ ରୋଟୀ ଶଷେ ନ ହବୋ ପର୍ୟ୍ଯନ୍ତ ରୋଟୀବାଲାଙ୍କ ପଲୀରୁ ଗୋଟିଏ ଲଖାଏଁେ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହିପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ । ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)