Jeremiah 37:4 — Compare Translations

5 translations compared side by side

Odia - 1840
"ସେତବେେଳେ ଯିରିମିୟ କାରାଗାର ରେ ବନ୍ଦୀ ନ ଥିଲେ। ତେଣୁ ସେ ନିଜ ଇଚ୍ଛାନୁସା ରେ ସ୍ବାଧୀନ ଭାବରେ ୟାତାଯତ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯିରିମିୟ କାରାଗାରରେ ବନ୍ଦୀ ନ ଥିଲେ। ତେଣୁ ସେ ନିଜ ଇଚ୍ଛାନୁସାରେ ସ୍ୱାଧୀନ ଭାବରେ ଯାତାୟାତ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।