Jeremiah 37:5 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସହେି ସମୟରେ ଫାରୋର ସୈନ୍ଯ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ୟିରୁଶାଲମ ଦଖଲ କରିଥିବା କଲଦୀଯମାନେ ଏ ସମ୍ବାଦ ଶୁଣି ୟିରୁଶାଲମରୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେହି ସମୟରେ ଫାରୋର ସୈନ୍ୟ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ଯିରୁଶାଲମ ଦଖଲ କରିଥିବା କ‌‌ଲ୍‌‌ଦୀୟମାନେ ଏ ସମ୍ବାଦ ଶୁଣି ଯିରୁଶାଲମରୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।