Jeremiah 37:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ହେ ୟିହୁଖଲ ଓ ସଫନିଯ, ଯିହୁଦାର ରାଜା ସିଦିକିଯ ଆମ୍ଭକୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭମାନେେ ତାଙ୍କୁ ୟାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାୟ୍ଯ ପାଇଁ ଫାରୋର ଯେଉଁ ସୈନ୍ଯମାନେ ଆସିଛନ୍ତି, ସମାନେେ ନିଜ ଦେଶ ମିଶରକୁ ଫରେିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ହେ ଯିହୁଖଲ ଓ ସିଫନିୟ, ଯିହୁଦାର ରାଜା ସିଦିକିୟ ଆମ୍ଭକୁ ପଗ୍ଭରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭେମାନେ ତାଙ୍କୁ ଯାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟମାନେ ଆସିଛନ୍ତି, ସେମାନେ ନିଜ ଦେଶ ମିଶରକୁ ଫେରିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।