Jeremiah 37:8 — Compare Translations

5 translations compared side by side

Odia - 1840
"ପୁଣି କଲଦୀଯମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧ ରେ ୟୁଦ୍ଧ କରିବେ ଓ ସମାନେେ ତାହାକୁ ଅଧିକାର କରି ଅଗ୍ନି ରେ ଦଗ୍ଧ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କ‌‌ଲ୍‌‌ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହାକୁ ଅଧିକାର କରି ଅଗ୍ନିରେ ଦ‌ଗ୍‌ଧ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’”