Jeremiah 37:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, 'କଲଦୀଯମାନେ ନିଶ୍ଚଯ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭମାନେେ ଏହି କଥା କହି ନିଜକୁ ଭୁଲାଅ ନାହିଁ। ବାବିଲର ସୈନ୍ଯ ନିଶ୍ଚଯ ଆମ୍ଭ ସହିତ ରହିବେ। କାରଣ ସମାନେେ ଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି, ‘କ‌‌ଲ୍‌‌ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଗ୍ଭଲିଯିବେ, ତୁମ୍ଭେମାନେ ଏହି କଥା କହି ନିଜକୁ ଭୁଲାଅ ନାହିଁ। “ବାବିଲର ସୈନ୍ୟ ନିଶ୍ଚୟ ଆମ୍ଭ ସହିତ ରହିବେ।” କାରଣ ସେମାନେ ଯିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି; “କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।