Jeremiah 38:1 — Compare Translations

5 translations compared side by side

Odia - 1840
"ଯିରିମିୟଙ୍କ ପ୍ରଚାରିତ ବାକ୍ଯ ମତ୍ତନର ପୁତ୍ର ଶଫଟିଯ, ପଶହୂର ପୁତ୍ର ଗଦଲିଯ, ଶଲେିମିଯର ପୁତ୍ର ୟିହଖଲ ଓ ମଲିଯର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କୁ ଏକ କୂପରେ ପକାଯାଏ ଯିରିମିୟଙ୍କ ପ୍ରଗ୍ଭରିତ ବାକ୍ୟ ମତ୍ତନର ପୁତ୍ର ଶଫଟିୟ, ପଶହୂର ପୁତ୍ର ଗଦଲିୟ, ଶେଲିମିୟର ପୁତ୍ର ଯିହଖଲ ଓ ମ‌‌ଲ୍‌‌କିୟର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍‍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶ୍‍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍‍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶ୍‍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,