Jeremiah 38:10 — Compare Translations
5 translations compared side by side
Odia - 1840
"ତା'ପ ରେ ରାଜା ସିଦିକିଯ କୁଶୀଯ ଏବଦ-ମଲକେକୁ ଆଜ୍ଞା କଲା, ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗ ରେ ନଇେ ଯିରିମିୟ ଭିବଷ୍ଯଦବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା କୁଶୀୟ ଏବଦ୍-ମେଲକ୍କୁ ଆଜ୍ଞା କଲା, ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ସିଦିକିୟ କୁଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ୍ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମିୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”