Jeremiah 38:11 — Compare Translations
5 translations compared side by side
Odia - 1840
"ତହୁଁ ଏବଦ-ମଲକେ ଆପଣା ସଙ୍ଗେ ସହେି ଲୋକମାନଙ୍କୁ ନଇେ ରାଜଗୃହକୁ ଗଲା ଓ ସଠାେ ରେ ଭଣ୍ଡାର ଘରୁ କେତଗେୁଡ଼ିଏ ପୁରୁଣା ତ୍ଯକ୍ତ ବସ୍ତୁ ଓ ଚିରାକନା ନଲୋ। ଆଉ ରଜ୍ଜୁ ଦ୍ବାରା ସେସବୁ କୂପ ରେ ଯିରିମିୟଙ୍କୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏବଦ୍-ମେଲ୍କ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ତାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ଵାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଗଲା ଓ ସେଠାରେ ଭଣ୍ଡାର ଘରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତୁ ଓ ଚିରାକନା ନେଲା। ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।