Jeremiah 38:12 — Compare Translations

5 translations compared side by side

Odia - 1840
"କୁଶୀଯ ଏବଦ-ମଲକେ ଯିରିମିୟଙ୍କୁ କହିଲା, ତୁମ୍ଭେ ଏହି ଚିରାକନା ଓ ବ୍ଯକ୍ତି ବସ୍ତୁ ଆପଣା ବକ୍ଷ ମୂଳ ରେ ଦିଅ। ଆମ୍ଭମାନେେ ଯେତବେେଳେ ରଜ୍ଜୁ ରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥି ରେ ତୁମ୍ଭକୁ କଷ୍ଟ ହବେ ନାହିଁ। ତେଣୁ ଯିରିମିୟ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୁଶୀୟ ଏବଦ୍-ମେଲକ୍ ଯିରିମୀୟଙ୍କୁ କହିଲା, ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
କୁଶୀୟ ଏବଦ୍-ମେଲକ ଯିରିମିୟଙ୍କୁ କହିଲା, “ତୁମ୍ଭେ ଏହି ଚିରାକନା ଓ ତ୍ୟକ୍ତ ବସ୍ତ୍ର ଆପଣା ବକ୍ଷ ମୂଳରେ ଦିଅ। ଆମ୍ଭେମାନେ ଯେତେବେଳେ ରଜ୍ଜୁରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥିରେ ତୁମ୍ଭକୁ କଷ୍ଟ ହେବ ନାହିଁ।” ତେଣୁ ଯିରିମିୟ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”